ଗତକାଲି ଭଳି ଆଜି ମଧ୍ୟ ଗୃହରେ ଅଚଳାବସ୍ଥା ହେବ ! ଏସିସିବି ଅଗ୍ନିକାଣ୍ଡ ଘଟଣାରେ ସରକାରଙ୍କୁ ଘେରି ପାରନ୍ତି ବିରୋଧୀ
ଗତକାଲି ଭଳି ଆଜି ମଧ୍ୟ ଗୃହରେ ଅଚଳାବସ୍ଥା ଦେଖା ଦେଇପାରେ। ଗୃହକାର୍ଯ୍ୟ ଆରମ୍ଭରୁ ଏସିସିବି ହସ୍ପିଟାଲ ଅଗ୍ନିକାଣ୍ଡ ଘଟଣାରେ ସରକାରଙ୍କୁ ଘେରି ପାରନ୍ତି ବିରୋଧୀ । ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ଗୃହକୁ ଅଚଳ କରୁଛନ୍ତି ବିରୋଧୀ ।
ଗତକାଲି ଭଳି ଆଜି ମଧ୍ୟ ଗୃହରେ ଅଚଳାବସ୍ଥା ଦେଖା ଦେଇପାରେ। ଗୃହକାର୍ଯ୍ୟ ଆରମ୍ଭରୁ ଏସିସିବି ହସ୍ପିଟାଲ ଅଗ୍ନିକାଣ୍ଡ ଘଟଣାରେ ସରକାରଙ୍କୁ ଘେରି ପାରନ୍ତି ବିରୋଧୀ । ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ଗୃହକୁ ଅଚଳ କରୁଛନ୍ତି ବିରୋଧୀ। ସେହିପରି ଆଜି ଯୋଜନା ଓ ସଂଯୋଜନା, ସୂଚନା ଓ ଲୋକ ସମ୍ପର୍କ, ପରିବହନ, ବାଣିଜ୍ୟ, ଜଳ ସମ୍ପଦ, ଇସ୍ପାତ ଓ ଖଣି, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ରହିଛି ପ୍ରଶ୍ନକାଳ। ସେପଟେ ଅପରାହ୍ନରେ ଜଳ ସଂପଦ ବିଭାଗର ଖର୍ଚ୍ଚ ଦାବି ସଂପର୍କରେ ଆଲୋଚନା ରହିଛି ।
What's Your Reaction?
Like
0
Dislike
0
Love
0
Funny
0
Angry
0
Sad
0
Wow
0